ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟ୍ରେନଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ଟ୍ରେନଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ବର୍ଷ ଦ୍ବିତୀୟ ପର୍ଯ୍ୟାୟରେ ପୁରୀ, ଖେର୍ଦ୍ଧା, ଜଗତସିଂହପୁର, ଢ଼େଙ୍କାନାଳ, କଟକ ଓ କେନ୍ଦ୍ରାପଡ଼ାର ବରିଷ୍ଠ ନାଗରିକମାନେ ଏହି…