ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା'ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ…