ନୂଆବର୍ଷରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି,ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ନୂଆବର୍ଷରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ସତ ହେବ ଓଡ଼ିଶାବାସୀଙ୍କ ସ୍ୱପ୍ନ । ବିଜୁ ପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ରତାଗଡ ଲେଙ୍କା…