Browsing Tag

The Chief Minister sanctioned Rs 20 crore to the State Ahar Committee

ରାଜ୍ୟ ଆହାର କମିଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ…