୩ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ତାରିଖରେ ୩ଦିନିଆ ମୁମ୍ବାଇ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ନଭେମ୍ବରରେ 'ମେକ୍ ଇନ୍ ଓଡ଼ିଶା-୨୦୨୨' କନକ୍ଲେଭ୍ ପୂର୍ବରୁ ମୁମ୍ବାଇରେ ସେପ୍ଟେମ୍ବର ୧୪ତାରିଖରେ 'ଓଡ଼ିଶା ଇନଭେଷ୍ଟର୍ସ ମିଟ' ଅନୁଷ୍ଠିତ ହେବ ଓ ଏଥିରେ ମୁଖ୍ୟମନ୍ତ୍ରୀଙ୍କ…