Browsing Tag

The Chief Minister will go on a 6-day visit to Delhi

୬ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମେକ୍‍ ଇନ୍‍ ଓଡ଼ିଶା ମାଧ୍ୟମରେ ଓଡିଶାରେ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିବ । ଦେଶ ଓ ବିଦେଶରୁ ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯାଉଛି । ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ସଫଳ ରୁପାୟନ ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି ।…