୨୨ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ବାଲେଶ୍ବର ବିକାଶରେ ଯୋଡ଼ିହେବ ନୂଆ ଅଧ୍ୟାୟ । ଆସନ୍ତା ୨୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତରେ ଆସି ୧ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍ଘାଟନ କରିବା ସହିତ ଭିତ୍ତି ପ୍ରସ୍ଥର ସ୍ଥାପନ କରିବେ ।
ଏନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଯୋରଦାର କରାଯାଇଛି…