Browsing Tag

The crooks chased the security guards through the streets of the capital and stabbed them with swords

ରାଜଧାନୀର ବିଚ ରାସ୍ତାରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଅଶାନ୍ତ ରାଜଧାନୀ । ଆତଙ୍କ ଖେଳାଇଲେ ଖଣ୍ଡାଧାରୀ ଦୁର୍ବୃତ୍ତ । ବିଚ ରାସ୍ତାରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ଲହୁଲୁହାଣ କରିଛନ୍ତି । ଗୁରୁତର ଭାବେ ଆହତ ଗୌରାଙ୍ଗ ଦାସ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପୁରୀକୁ ବାଇପାସ ରୋଡରେ ଯିବା ରାସ୍ତାରେ ଥିବା…