ଟ୍ୱିନସିଟିରେ କୋଭିଡ୍ ନିୟମ ପାଳନ ତଦାରଖ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋଭିଡ୍ ଜନିତ ଆର୍ଥିକ ମାନ୍ଦାବସ୍ଥାରୁ ଗ୍ରାମାଞ୍ଚଳର ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ…