ଦେଢ଼ ମାସର ଶିଶୁ କନ୍ୟାକୁ ନୂଆ ଜୀବନ ଦେଲେ ସମ୍ ଡାକ୍ତର
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମା’ କୋଳକୁ ଏକା ସଂଗେ ଆସିଥିଲେ ତିନୋଟି ଶିଶୁ । ତେବେ ଦୁଇ ଶିଶୁଙ୍କର ଜନ୍ମ ହେବାର କିଛି ସମୟ ମଧ୍ୟରେ ମୃତ୍ୟୁ ହୋଇଯାଇଥିବା ବେଳେ ମା’ କୋଳରେ ଏକାକୀ ରହିଯାଇଥିବା ଶିଶୁ କନ୍ୟାଟିର ସ୍ୱାସ୍ଥ୍ୟାବସ୍ଥା ମଧ୍ୟ ଗୁରୁତର ହୋଇଯାଇଥିଲା । ଚିକିତ୍ସା ପାଇଁ…