ଶେଷରେ ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ
ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ । ଏ ନେଇ ଡ୍ରାଇଭର ମହାସଂଘ ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। ସଭାପତି ପ୍ରଶାନ୍ତ ମୁଦୁଲି ସୂଚନା ଦେଇ କହିଛନ୍ତି, ୩ ମାସ ଯାଏ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଲିଖିତ ପ୍ରତିଶ୍ରୁତି ମିଳିବା ପରେ ସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଡ୍ରାଇଭର…