୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିସନ୍
କିଛି ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିସନ । ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିସନ୍ । ଏହା ସଂ କେନ୍ଦ୍ରାଞ୍ଚଳ ଆଇଜିଙ୍କୁ ହଟାଇବାକୁ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ । କଟକ ଜିଲ୍ଲାପାଳ ବିନିତ…