ଜିଆରଏସଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକ
ଗ୍ରାମ ରୋଜଗାର ସେବକ- ଜିଆରଏସଙ୍କ ସନ୍ଦେହଜନକ ମୃତ୍ୟୁ। ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକ । ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ନବୀନ ବାଗ ଅଞ୍ଚଳରୁ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ…