ଧର୍ମଵିହାରରେ ସର୍ବପ୍ରଥମ ସିଏନଜି ଗ୍ୟାସ ଚଳିତ ଶବଦାହ ଗୃହ ଲୋକାର୍ପିତ
ଭୁବନେଶ୍ୱର ଓ କଟକ ଦ୍ୱୈତ ନଗରୀର ଅନେକ ଘରକୁ ଗେଲ୍ ଇଣ୍ଡିଆ ଦ୍ୱାରା ପାଇପ ଯୋଗେ ରୋଷେଇ ଗ୍ୟାସର ସୁବିଧା ଦିଆଯିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଗରିକଙ୍କ ପାଇଁ 'ଇଜ୍ ଅଫ୍ ଲିଭିଂ' ବା ସହଜ ଜୀବନଯାପନର ବଡ ଉଦାହରଣ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା…