ଜମ୍ମୁ କଶ୍ମୀରରୁ ହଟିଲା ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା, ଉଚ୍ଛେଦ ହେଲା ଧାରା ୩୭୦
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ଏସମ୍ପର୍କରେ ରାଜ୍ୟସଭାକୁ ଜଣାଇଛନ୍ତି ।
ସୂଚନା ଅନୁଯାୟୀ, ଆଜି ରାଜ୍ୟସଭାରେ କେନ୍ଦ୍ର ସ୍ୱରାଷ୍ଟ୍ର…