ଏନଏସଡିର ମୁଖ୍ୟ ହେଲେ ଅଭିନେତା ପରେଶ ରାୱଲ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଖ୍ୟାତ ବଲିଉଡ ଅଭିନେତା ତଥା ଭାଜପାର ପୂର୍ବତନ ସାଂସଦ ପରେସ ରାୱଲ ନ୍ୟାସନାଲ ସ୍କୁଲ ଅଫ ଡ୍ରାମାର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି । କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ ଆଜି ଏବାବଦରେ ସୂଚନା ଦେଇଛନ୍ତି । ଶ୍ରୀ ପଟେଲ ନିଜ ଟ୍ୱିଟର…