ଜୁଲାଇ ୧ରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଜୁଲାଇ ୧ ତାରିଖରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଆଜି ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ…