ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ନାମାଙ୍କନ ବେଳେ ଭୁଲ ତଥ୍ୟ ଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଯାହାର ଶୁଣାଣି କରି ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି ।
ସେତେବେଳେ ପ୍ରତିଦ୍ୱନ୍ଦ୍ୱୀ ଥିବା…