ପୂର୍ବ ନିର୍ଦ୍ଧାରିତ ସମୟରେ ଖୋଲିଲା ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର
ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ପୂର୍ବାହ୍ନ ୯ଟା ୫୧ ମିନିଟ୍ରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର । ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ବାହାର କରାଯାଇ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ୍ କୁ ନିଆଯିବ।
ଭିତର ରତ୍ନ ଭଣ୍ଡାର ଖୋଲିବା ନିମନ୍ତେ…