ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ
ଉଠାଦୋକାନୀ-ସେଣ୍ଟ୍ରାଲ ମାର୍କେଟ ଆସୋସିଏସନ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି । ଏନେଇ ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ ରହିବ । ମାର୍କେଟରେ ଉଠାଦୋକାନୀମାନେ ଜୋର ଜବରଦସ୍ତ ବସୁଛନ୍ତି । ପ୍ରତିବାଦ କଲେ ସେମାନେ ନାଲି ଆଖି ଦେଖାଉଛନ୍ତି । ଏହି ସଂଘ ଏକତ୍ରିତ ହୋଇ…