ଯେତେ ଖୋଳିଲେ ସେତେ ବାହାରୁଛି, ଆଇଟି ରେଡ୍ ବେଳେ ମଦ ବ୍ୟବସାୟୀଙ୍କ ଘରୁ ବାହାରିଲା ପୁଳା ପୁଳା ଟଙ୍କା
ମଦ ତିଆରି କରୁଥିବା ଏକାଧିକ କମ୍ପାନୀ ଆୟକର ଫାଙ୍କିଥିବା ଅଭିଯୋଗରେ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିଲା ବଡ଼ଧରଣର ଆଇଟି ରେଡ୍। ପଶ୍ଚିମ ଓଡ଼ିଶାର ଅନ୍ୟତମ ବଡ଼ ଦେଶୀ ମଦ ପ୍ରସ୍ତୁତକାରୀ ଓ ବିକ୍ରୟକାରୀ କଂପାନୀ କୁହାଯାଉଥିବା ବଳଦେବ ସାହୁ ଆଣ୍ଡ୍ ଗ୍ରୁପ୍ ଅଫ୍ କଂପାନୀର ବଲାଙ୍ଗିର…