ଏପ୍ରିଲ ୩୦ ସୁଦ୍ଧା ସରିବ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ମରାମତି କାର୍ଯ୍ୟ
ଆସନ୍ତା ଏପ୍ରିଲ ୩୦ ସୁଦ୍ଧା ଶେଷ ହେବ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ମରାମତି କାର୍ଯ୍ୟ । ଏନେଇ ଆଜି ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି ଆମିକସ୍ କ୍ୟୁରି ଏନ୍.କେ ମହାନ୍ତି । ୧୦ ତାରିଖରେ ବିମ୍ ଡିଜାଇନ୍ ଚୂଡ଼ାନ୍ତ ହୋଇଥିବା ଆମିକସ୍ କ୍ୟୁରି ହାଇକୋର୍ଟଙ୍କୁ ଜଣାଇଛନ୍ତି । ମରାମତି…