Browsing Tag

the new Chief Minister met former Chief Minister Naveen Patnaik

ଶପଥ ଗ୍ରହଣ ପୂର୍ବରୁ ନୂଆ ମୁଖ୍ୟମନ୍ତ୍ରୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ

ନବୀନ ନିବାସରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶପଥଗ୍ରହଣ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ମୋହନ ମାଝୀ । ସୌଜନ୍ୟମୂଳକ ସାକ୍ଷାତ ପାଇଁ ମୋହନ ମାଝୀ ନବୀନ ନିବାସ ଯାଇଛନ୍ତି । ତେବେ ଗତକାଲି ବିଜେପିର ୫ ନେତା ନବୀନ ନିବାସ ଯାଇ ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ…