ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି
ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବ୍ରୁଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ।
ସେହିପରି ୨୦ ଫେବ୍ରୁଆରୀ ୧ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ। ୨୭…