ବିଧାନସଭା ଶୂନ୍ୟକାଳରେ ଡ୍ରାଇଭର ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ
ବିଧାନସଭା ଶୂନ୍ୟକାଳରେ ଉଠିଲା ଡ୍ରାଇଭର ପ୍ରସଙ୍ଗ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇଛନ୍ତି । ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ଓ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ । ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ କରିଥିଲେ । ଗୃହ ପରିଚାଳନା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ…