ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; କୁଆଡେ ଗଲେ ବିଦ୍ୟାଭାରତୀ, ଖୋଜୁଛି ପୋଲିସ
୨୦୨୧ ମସିହାର ବହୁଚର୍ଚ୍ଚିତ ପାରଳାଖେମୁଣ୍ଡିର ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତିନି ଜଣଙ୍କ ନାମରେ ଜାମିନ ବିହୀନ ଗିରଫ ପରୱାନା (ଏନ୍ବିଡବ୍ଲୁ) ଜାରି ପରେ ବେତନଟୀ ବ୍ଲକ ଅଧୀନ ନଡ଼ପୁର-ନୂଆଗାଁରେ ପ୍ରାଣୀଧନ ନିରୀକ୍ଷକ ଭାବେ କାର୍ଯ୍ୟରତ ସ୍ୱର୍ଗତ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ…