ଶ୍ରୀମନ୍ଦିର ଭିତରେ ଅଣହିନ୍ଦୁ ପ୍ରବେଶ ଅଭିଯୋଗ, ୯ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ
ପୁରୀ ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିଥିବା ନେଇ ରବିବାର ସୂଚନା ମିଳିଛି। ୯ ଜଣଙ୍କ ମଧ୍ୟରୁ ଜଣେ ହିନ୍ଦୁ ଓ ୫ ଜଣ ଅଣହିନ୍ଦୁ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ। ଅନ୍ୟ ୩ଜଣ ବାହାରେ ଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ପ୍ରବେଶ କରିଥିବା ୬ଜଣଙ୍କୁ ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ କର୍ମୀ…