ରାଜ୍ୟରେ ବଢ଼ିଲା ଫାର୍ମାସିଷ୍ଟ ଓ ଲ୍ୟାବ୍ ଟେକ୍ନିସିଆନଙ୍କ ପଦବୀ
ରାଜ୍ୟରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ପାଇଁ ଫାର୍ମାସିଷ୍ଟ ଓ ଲ୍ୟାବ ଟେକ୍ନିସିଆନ କ୍ୟାଡର ସୃଷ୍ଟି ହୋଇଛି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ଦିନକୁ ଦିନ ରୋଗୀଙ୍କ ବୃଦ୍ଧି ପାଉଥିବାରୁ ସବୁ ସରକାରୀ ମେଡିକାଲରେ ଉନ୍ନତମାନର ସେବା ପହଞ୍ଚାଇବା ପାଇଁ…