Browsing Tag

the rules are strict

ଗାଡ଼ିରେ ଏଚ୍‌ଏସ୍‌ଆର୍‌ପି ନ ଥିଲେ କାଟିବ ଚାଲାଣ ; ୧୫ରୁ ନିୟମ କଡାକଡି

ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍‌ଏସ୍‌ଆର୍‌ପି) ନ ଥିଲେ ଚାଲାଣ କଟିବ । ଜାନୁଆରୀ ୧୫ ତାରିଖରୁ ଏହି ନିୟମ କଡ଼ାକଡ଼ି କରାଯିବ। ତେବେ ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ ଚାଲାଣ କଟାଯିବ ବୋଲି ଅତିରିକ୍ତ ପରିବହନ କମିଶନର (ଏନ୍‌ଫୋର୍ସମେଣ୍ଟ) ଲାଲ ମୋହନ ସେଠୀ ଏକ ପ୍ରେସ ବିଜ୍ଞପ୍ତି…