Browsing Tag

The state cabinet meeting recommended dissolution of the assembly

ରାଜ୍ୟ କ୍ୟାବିନେଟ ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ ପାରିତ

ଶେଷ ହୋଇଛି ୨୦୨୪ ସାଧାରଣ ନିର୍ବାଚନ । ଇଭିଏମରେ ସିଲ ହୋଇ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ଭୋଟଗଣତି । ଏହା ପୂର୍ବରୁ ଆଜି ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଆଉ ଏହି ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ କରାଯାଇଛି । ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ସୁପାରିଶ ନେଇ…