ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କଲେ ରାଜ୍ୟ ସରକାର
ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ଆଜି ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏହି ବ୍ଲକ…