Browsing Tag

The state government appointed 274 teachers

୨୭୪ ଜଣ ଅଧ୍ୟାପକଙ୍କୁ ନିଯୁକ୍ତି ଦେଲେ ରାଜ୍ୟସରକାର

ଆଜି ରାଜ୍ୟର ଅନୁଦାନପ୍ରାପ୍ତ ବିଭିନ୍ନ ଡିଗ୍ରି କଲେଜରେ ୨୭୪ ଜଣ ଅଧ୍ୟାପକଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟସରକାର। ଇଂରାଜୀରେ ୧୫୬ , ରାଜନୀତି ବିଜ୍ଞାନ ୧୧୭ ଏବଂ ଗଣିତରେ ଜଣକୁ ନିଯୁକ୍ତି ଦିଆଯାଇଛି । ଲୋକସେବା ସମ୍ମିଳନୀ କକ୍ଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।…