୧୪ ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ଅଧ୍ୟକ୍ଷ ନିଯୁକ୍ତ କଲେ ରାଜ୍ୟ ସରକାର
ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜନଜାତି ମାନଙ୍କର କଳା, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣ ଓ ସୁରକ୍ଷା ପାଇଁ ଆଉ ଏକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏ ନେଇ ୧୪ ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ (Special Development Council) ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି ।…