ଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ଓ ସେବା ନିବୃତ୍ତି ପ୍ରୋତ୍ସାହନ ରାଶିର ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶା କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି…