କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ…