ରାଜ୍ୟର Law Officer ମାନଙ୍କର Daily ଓ Retainer Fees ରେ ୫୦ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ):ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା Non-Cadre Law Officer ମାନଙ୍କର Daily ଓ Retainer Fees ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ Law Officers…