Browsing Tag

The state government increased the pension of construction workers

ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନରେ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ…