ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।
ଏହା ବର୍ତ୍ତମାନର…