Browsing Tag

The Union Finance Minister will present the budget on July 23

ଜୁଲାଇ ୨୩ରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ

ଜୁଲାଇ ୨୩ରେ ଆସିବ ମୋଦୀ ସରକାରଙ୍କ ତୃତୀୟ ପାଳିର ପୂର୍ଣ୍ଣାଙ୍ଗ ବଜେଟ। ଲୋକସଭାରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଶନିବାର ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ।ସେ କହିଛନ୍ତି ରାଷ୍ଟ୍ରପତି ଭାରତ ସରକାରଙ୍କ ସୁପାରିଶ କ୍ରମେ ୨୦୨୪…