ଦେଶରେ ଭାଇଚାରା ବଢିଲେ ଆମର ବିକଶିତ ଭାରତର ମୂଳଦୁଆ ମଜବୁତ୍ ହେବ: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ପର୍ବ ‘ନୂଆଁଖାଇ-୨୦୨୩’ ଅବସରରେ ସମ୍ବଲପୁରୀ ଭାଷାରେ ଏକ ଭିଡିଓ ବାର୍ତ୍ତା ଜାରି କରି ଏହି ପର୍ବର ଶୁଭେଚ୍ଛା ଜଣାଇଛନ୍ତି । ସେହିପରି…