ଭୁବନେଶ୍ୱରରେ G-20ର ଉଦ୍ଘାଟନ କଲେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱରରେ G-20 ଶିକ୍ଷା ୱାର୍କିଂ ଗ୍ରୁପର କର୍ମଶାଳା ଆରମ୍ଭ । କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ସୁବାଷ ସରକାର କର୍ମଶାଳାକୁ ଉଦଘାଟନ କରିଛନ୍ତି । ଭୁବନେଶ୍ୱର ସିଏସଆଇଆର-ଆଇଆଇଏମଟିରେ ବିଭିନ୍ନ ଦେଶର ପ୍ରତିନିଧି ଯୋଗ ଦେଇଛନ୍ତି । ଏହି ସେମିନାରରେ ଫ୍ୟୁଚର୍ ଅଫ୍ ୱାର୍କ…