ନିଜର ସମସ୍ୟା ଓ ଭବିଷ୍ୟତର ଆକାଂକ୍ଷା ବଖାଣିଲେ ଗ୍ରାମାଂଚଳ ବାସୀ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜଳବାୟୁ ପରିବର୍ତନ, ମୃତିକା କ୍ଷୟ, ଆଦିବାସୀଙ୍କ ଶୋଷଣ ଓ ମହିଳାଙ୍କ ସୁରକ୍ଷା ଭଳି ବିଭିନ୍ନ ପ୍ରସଙ୍ଗରେ ଶନିବାର ଏଠାରେ ଉଦ୍ଯାପିତ ହୋଇଥିବା ଏକ ଦୁଇ ଦିନିଆ ସମ୍ମିଳନୀରେ ଗ୍ରାମାଂଚଳରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ…