Browsing Tag

There will be moderate flooding in rivers

ମହାନଦୀରେ ଆସିବ ମଧ୍ୟମ ଧରଣର ବନ୍ୟା

ଫୁଲୁଛି ନଦୀ ବଢୁଛି ବନ୍ୟା ଆଶଙ୍କା । ଫୁଲୁଛି ମହାନଦୀ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ମହାନଦୀର ଜଳସ୍ତର । ବର୍ତ୍ତମାନ ମୁଣ୍ଡଳୀ ବ୍ୟାରେଜ ଦେଇ ୭ ଲକ୍ଷ ୫୪ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉ । ବନ୍ୟାସ୍ଥିତି ନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।…