ଏ ସରକାର ବଦଳିବା ଦରକାର: ଜେପି ନଡ୍ଡା
ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଗର୍ଜିଛନ୍ତି ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ ଓଡ଼ିଶାରେ ୨୫ ବର୍ଷ ହେଲା କ୍ଷମତାରେ ଥିବା ବିଜେଡି ସରକାରକୁ ତୀବ୍ର ସମାଲୋଚନା କରିଛନ୍ତି।
ବିଜେଡି ସରକାର ବଦଳିବା ଦରକାର ବୋଲି ସେ ଆହ୍ୱାନ ଦେଇଛନ୍ତି। ଏଥିସହ…