ଏଥର କଲେଜରେ ଅଧ୍ୟାପକମାନେ ୭ ଘଣ୍ଟା ରହିବେ ଉପସ୍ଥିତ
ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଦୃଢ଼ ଓ ଶୃଙ୍ଖଳିତ କରିବା ଲାଗି ଉଚ୍ଚଶିକ୍ଷା ବିଭାଗ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନ ପ୍ରାପ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଶିକ୍ଷା ବ୍ୟବସ୍ଥାରେ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମଧ୍ୟ ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକ…