ଆଜିଠୁ ୩ଦିନ ହୋଇପାରେ ବର୍ଷା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜିଠାରୁ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର ଓ ମୟୂରଭଞ୍ଜରେ ଘଡିଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ଜିଲ୍ଲା ମାନଙ୍କରେ ୩ଦିନ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ…