Browsing Tag

Three Maoists killed in encounter with police in Chhattisgarh

୩ ମାଓବାଦୀ ନିହତ

ଛତିଶଗଡରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ବିଜାପୁରର ମିରଟୁର ପୋଲିସ ଷ୍ଟେସନ ସୀମା ଅନ୍ତର୍ଗତ ଜଙ୍ଗଲ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ବିପୁଳ ପରିମାଣର…