ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିଲେ ତିନି ଆତଙ୍କବାଦୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାରେ ଭାରତୀୟ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଶନିବାର ଗୁଳିବିନିମୟ ଘଟିଛି। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବାବେଳେ ସେମାନଙ୍କର ଜଣେ ସହଯୋଗୀର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ,…