Browsing Tag

Tiger census to be begins from November 1 in Odisha

ନଭେମ୍ବର ୧ରୁ ରାଜ୍ୟରେ ଆରମ୍ଭ ହେବ ବାଘ ଗଣନା

ନଭେମ୍ବର ୧ରୁ ରାଜ୍ୟରେ ଆରମ୍ଭ ହେବ ବାଘ ଗଣନା । କେନ୍ଦ୍ରର ତଥ୍ୟ ସହ ମେଳ ଖାଉନଥିବାରୁ ପ୍ରଥମ ଥର ପାଇଁ ନିଜସ୍ୱ ଉଦ୍ୟମରେ ବାଘ ଗଣିବେ ରାଜ୍ୟ ସରକାର । ରାଜ୍ୟରେ କେତେ ବାଘ ଅଛନ୍ତି ଜାନୁଆରୀ ୩୧ ତାରିଖ ସୁଦ୍ଧା ଆସିବ ତଥ୍ୟ । ରାଜ୍ୟ ସରକାର ଦାବି କରୁଛନ୍ତି କେନ୍ଦ୍ର ତଥ୍ୟ ତୁଳନାରେ ରାଜ୍ୟରେ…