Browsing Tag

Tiusan teacher

ଟିଉସନ ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ କରି ଜେଲ ଗଲେ ଶିକ୍ଷକ

ବନ୍ଧା ହେଲେ ରସିକିଆ ସାର୍ । ଟିଉସନ ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ କରି ଜେଲ ଗଲେ ଶିକ୍ଷକ । ଅପହୃତ ନାବାଳିକାଙ୍କୁ ଉଦ୍ଧାର କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ପୋଲିସ । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଅଞ୍ଚଳରେ ଘଟିଛି ଏଭଳି ଘଟଣା । ଗତ ୧୮ ତାରିଖ ଦିନ ଦାରିଙ୍ଗବାଡି ଥାନା…